ଯିଶାଇୟ 13:11 - ଓଡିଆ ବାଇବେଲ11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା। Viz kapitolaପବିତ୍ର ବାଇବଲ11 ପରମେଶ୍ୱର କୁହନ୍ତି, “ପୃଥିବୀରେ ଅମଙ୍ଗଳ ଘଟିବାର ମୁଁ କାରଣ ହେବି। ମୁଁ ମନ୍ଦାଗ୍ଭରୀଙ୍କୁ ସେମାନଙ୍କର ପାପ ଲାଗି ଦଣ୍ଡ ଦେବି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦେଖାଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି। Viz kapitola |