ଯିଶାଇୟ 13:8 - ଓଡିଆ ବାଇବେଲ8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେମାନେ ବିହ୍ଵଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରା; କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ଏକଆରେକର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ8 ପ୍ରତ୍ୟେକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ପରି ସେମାନଙ୍କର ଭୟ ସେମାନଙ୍କୁ ଅନୁରୂପ ବେଦନା ଦେବ। ସେମାନଙ୍କର ମୁଖମଣ୍ଡଳ ନିଆଁ ପରି ଲାଲ ହେବ। ଲୋକମାନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ଯ୍ୟ ହେବେ। Viz kapitola |