ଯିଶାଇୟ 14:1 - ଓଡିଆ ବାଇବେଲ1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Viz kapitolaପବିତ୍ର ବାଇବଲ1 ଭବିଷ୍ୟତରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ରେମ କରିବେ। ସେ ପୁଣି ଇସ୍ରାଏଲ ଲୋକଙ୍କୁ ମନୋନୀତ କରିବେ। ସେହି ସମୟରେ ସେମାନଙ୍କୁ ସେମାନଙ୍କ ଦେଇ ଫେରାଇ ଦେବେ। ତା'ପରେ ବିଦେଶୀମାନେ ସେମାନଙ୍କ ସହିତ ସଂଯୁକ୍ତ ହେବେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହେବେ। Viz kapitola |