ଯିଶାଇୟ 14:19 - ଓଡିଆ ବାଇବେଲ19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ଵାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ। Viz kapitolaପବିତ୍ର ବାଇବଲ19 ମାତ୍ର ତୁମ୍ଭେ ଦୁଷ୍ଟାଗ୍ଭରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହୋଇଛ। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ୟୁତ ହୋଇ ବାହାରେ ନିକ୍ଷିପ୍ତ ହେଲାପରି ଏବଂ ଯୁଦ୍ଧରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ୟମାନଙ୍କ ଦ୍ୱାରା ପଦଦଳିତ ହେଲାପରି ତୁମ୍ଭେ ହେବ। ବର୍ତ୍ତମାନ ତୁମ୍ଭେ ମୃତ୍ୟୁ ବସ୍ତ୍ରରେ ଆଚ୍ଛାଦିତ ହୋଇ ନିଜ କବର ବାହାରେ ପଡ଼ି ରହିଛ। Viz kapitola |