ଯିଶାଇୟ 15:7 - ଓଡିଆ ବାଇବେଲ7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ। Viz kapitolaପବିତ୍ର ବାଇବଲ7 ଲୋକମାନେ ସେମାନଙ୍କର ନିଜ ନିଜର ସମସ୍ତ ଦ୍ରବ୍ୟ ଏକାଠି କରିବେ ଓ ମୋୟାବ ପରିତ୍ୟାଗ କରିବେ। ସେ ସମସ୍ତ ଦ୍ରବ୍ୟକୁ ଧରି ସୀମା ଅତିକ୍ରମ କରି ବାଈଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ। Viz kapitola |