ଯିଶାଇୟ 17:12 - ଓଡିଆ ବାଇବେଲ12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି ! Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି! Viz kapitolaପବିତ୍ର ବାଇବଲ12 ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି। Viz kapitola |