ଯିଶାଇୟ 17:13 - ଓଡିଆ ବାଇବେଲ13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ। Viz kapitolaପବିତ୍ର ବାଇବଲ13 ନାନା ଦେଶୀୟ ଲୋକମାନେ ସେହି ତରଙ୍ଗ ସଦୃଶ ହେବେ। ପରମେଶ୍ୱର ସେମାନଙ୍କୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସେମାନେ ପଳାୟନ କରିବେ। ବାୟୁରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ୟାରେ ଧୂଳି ଉଡ଼ିଲା ପରି ସେମାନେ ତାଡ଼ିତ ହେବେ। Viz kapitola |