ଯିଶାଇୟ 17:2 - ଓଡିଆ ବାଇବେଲ2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। Viz kapitolaପବିତ୍ର ବାଇବଲ2 ଅରୋୟର ନଗରକୁ ଲୋକମାନେ ପରିତ୍ୟାଗ କରିବେ। ସେହି ଶୂନ୍ୟ ସହରର ମେଷପଲ ସ୍ୱାଧୀନ ଭାବରେ ବିଚରଣ କରିବେ। ଭୟ ଦେଖାଇବାକୁ ସେଠାରେ କେହି ନ ଥିବେ। Viz kapitola |