ଯିଶାଇୟ 17:5 - ଓଡିଆ ବାଇବେଲ5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ। Viz kapitolaପବିତ୍ର ବାଇବଲ5 “ରଫାୟିମ ଉପତ୍ୟକାରେ ଶସ୍ୟଅମଳ ବେଳେ ଯେପରି ଘଟିବ ସେହିପରି ଘଟିବ। ଶସ୍ୟକ୍ଷେତ୍ରରେ ଶସ୍ୟ ସଂଗ୍ରହ କଲାବେଳେ ଶସ୍ୟର ସୀସା ଶସ୍ୟରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲାବେଳେ ସେହିପରି ଘଟିବ। Viz kapitola |