ଯିଶାଇୟ 18:3 - ଓଡିଆ ବାଇବେଲ3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର। Viz kapitolaପବିତ୍ର ବାଇବଲ3 ଲକ୍ଷ୍ୟ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସେହି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପରେ ଧ୍ୱଜା ଉଡ଼ି ସଙ୍କେତ ଦିଏ। ସେହି ଦୀର୍ଘକାୟ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ଯୁଦ୍ଧରେ ତୂରୀ ବାଜି ଘୋଷଣା କଲାପରି ସେମାନେ ସ୍ପଷ୍ଟ ଭାବରେ ଏହା ଶୁଣିବେ। Viz kapitola |