ଯିଶାଇୟ 19:12 - ଓଡିଆ ବାଇବେଲ12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେଣ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Viz kapitolaପବିତ୍ର ବାଇବଲ12 ହେ ମିଶର, ତୁମ୍ଭର ଜ୍ଞାନୀ ବ୍ୟକ୍ତିଗଣ କେଉଁଠାରେ? ସେହି ଜ୍ଞାନୀ ବ୍ୟକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷୟରେ କି ମନ୍ତ୍ରଣା କରିଛନ୍ତି। ସେମାନଙ୍କୁ କ’ଣ ଘଟିବ କୁହନ୍ତୁ। Viz kapitola |