Online Bible

- Reklamy -




ଯିଶାଇୟ 19:17 - ଓଡିଆ ବାଇବେଲ

17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।

Viz kapitola kopírovat

ପବିତ୍ର ବାଇବଲ

17 ମିଶର ପ୍ରତି ଯିହୁଦା ତ୍ରାସଜନକ ହେବ। ମିଶରର ଯେକୌଣସି ବ୍ୟକ୍ତି ଯିହୁଦାର ନାମ ଶୁଣିବ ଭୟରେ ଥରିବ। ଏସବୁ ଘଟିବାର କାରଣ ହେଉଛି ସର୍ବଶକ୍ତିମାନ ସଦାପ୍ରଭୁ ମିଶରରେ ଭୟଙ୍କର ଜିନିଷ ଘଟିବ ବୋଲି ମନ୍ତ୍ରଣା କରିଛନ୍ତି।

Viz kapitola kopírovat




ଯିଶାଇୟ 19:17

Následuj nás:

Reklamy


Reklamy