ଯିଶାଇୟ 19:2 - ଓଡିଆ ବାଇବେଲ2 ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Viz kapitolaପବିତ୍ର ବାଇବଲ2 ପରମେଶ୍ୱର କୁହନ୍ତି, “ମିଶରୀୟମାନେ ଆପଣା ଆପଣା ବିରୁଦ୍ଧରେ ଯୁଦ୍ଧ କରିବେ, ମୁଁ ତା'ର କାରଣ ହେବି। ଲୋକେ ସେମାନଙ୍କ ଭାଇ ବିପକ୍ଷରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧ୍ୟରେ ଯୁଦ୍ଧ ହେବ। ନଗର ନଗର ମଧ୍ୟରେ ଓ ରାଜ୍ୟ ରାଜ୍ୟ ମଧ୍ୟରେ ଲଢ଼ିବେ। Viz kapitola |