ଯିଶାଇୟ 19:8 - ଓଡିଆ ବାଇବେଲ8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କୈବର୍ତ୍ତମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନ୍ଶୀ ପକାନ୍ତି, ସେସମସ୍ତେ ଶୋକ କରିବେ, ପୁଣି ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Viz kapitolaପବିତ୍ର ବାଇବଲ8 “ଯେଉଁ କୈବର୍ତ୍ତମାନେ ବନଶୀ ସାହାଯ୍ୟରେ ନୀଳନଦୀରୁ ମାଛ ଧରୁଥିଲେ, ସେମାନେ ଦୁଃଖିତ ହେବେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣିରେ ଜାଲ ପକାଉଥିଲେ ହତାଶ ହେବେ। ସେମାନଙ୍କର ଜୀବିକା ପାଇଁ ନୀଳନଦୀ ଉପରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିଯିବ। Viz kapitola |