ଯିଶାଇୟ 19:9 - ଓଡିଆ ବାଇବେଲ9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaପବିତ୍ର ବାଇବଲ9 ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସେମାନେ ଅତ୍ୟନ୍ତ ଦୁଃଖିତ ହେବେ। କାରଣ ସେମାନେ ଯେଉଁ ଛଣପଟ ଶୁକ୍ଳବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ଯିବାରୁ ତାହା ଆଉ ଜନ୍ମିବ ନାହିଁ। Viz kapitola |