ଯିଶାଇୟ 21:1 - ଓଡିଆ ବାଇବେଲ1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାରୋକ୍ତି। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ,ଏକ ଭୟଙ୍କର ଦେଶରୁ ଆସୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି। Viz kapitolaପବିତ୍ର ବାଇବଲ1 “ସାଗର ସମୀପସ୍ଥ ପ୍ରାନ୍ତର” ବିଷୟରେ ଶୋକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ୟା ତୁଲ୍ୟ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି। Viz kapitola |