ଯିଶାଇୟ 21:10 - ଓଡିଆ ବାଇବେଲ10 ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitolaପବିତ୍ର ବାଇବଲ10 ଯିଶାଇୟ କହିଲେ, “ହେ ମୋର ଲୋକମାନେ, ମୁଁ ଇସ୍ରାଏଲ ପରମେଶ୍ୱର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭେମାନେ ଶସ୍ୟ ଖଳାରେ ଶସ୍ୟପରି ଦଳିଦେବ।” Viz kapitola |