ଯିଶାଇୟ 21:13 - ଓଡିଆ ବାଇବେଲ13 ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆରବ ବିଷୟକ ଭାରୋକ୍ତି। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରିଯାପନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ। Viz kapitolaପବିତ୍ର ବାଇବଲ13 ଆରବ ବିଷୟକ ଦୁଃଖବାର୍ତ୍ତା। ଦଦନୀୟ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧ୍ୟରେ ରାତ୍ରି ଯାପନ କଲେ। Viz kapitola |