ଯିଶାଇୟ 21:4 - ଓଡିଆ ବାଇବେଲ4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି। Viz kapitolaପବିତ୍ର ବାଇବଲ4 ମୋର ହୃଦୟ ଧକାଉଛି, ମହା ଭୟରେ ମୁଁ ଥରହର ହୋଇଅଛି। ମୋର ଆନନ୍ଦ ରୂପକ ସାୟଂକାଳ ମହାରାତ୍ରିର ଭୟର କାରଣ ହୋଇଛି। Viz kapitola |