ଯିଶାଇୟ 21:7 - ଓଡିଆ ବାଇବେଲ7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitolaପବିତ୍ର ବାଇବଲ7 ସେ ଯେତେବେଳେ ଦୁଇଦଳ ଅଶ୍ୱାରୋହୀ ସୈନ୍ୟ ଦେଖିବ ଏକ ଦଳ ଗର୍ଦ୍ଦଭାରୋହୀ ସୈନ୍ୟ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ୟ ଦେଖିବ ସେତେବେଳେ ସେ ପ୍ରହରୀ ମନୋଯୋଗ ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitola |