ଯିଶାଇୟ 22:17 - ଓଡିଆ ବାଇବେଲ17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ। Viz kapitolaପବିତ୍ର ବାଇବଲ17-18 “ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦେବେ। ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦେବେ ଯେଉଁଠାରେ ତୁମ୍ଭେ ମରିବ। “ତୁମ୍ଭେ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥଗୁଡ଼ିକ ପାଇଁ ଗର୍ବ କରିବ, ମାତ୍ର ପ୍ରଭୁଙ୍କ ଗୃହରେ ଏହା ନିକୃଷ୍ଟ ବୋଲି ପ୍ରମାଣିତ ହେବ। Viz kapitola |