ଯିଶାଇୟ 22:25 - ଓଡିଆ ବାଇବେଲ25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’” Viz kapitolaପବିତ୍ର ବାଇବଲ25 “ସେଦିନ ସେହି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନରେ ବିଦ୍ଧ ହୋଇଥିଲା ତାହା ଦୁର୍ବଳ ହୋଇଯିବ ଓ ଭାଙ୍ଗି ତଳେ ପଡ଼ିଯିବ। ସେହି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥିରେ ଟଙ୍ଗା ଯାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହୋଇଯିବ। ତା'ପରେ ମୁଁ ଯାହା କହୁଛି ଏହା ଘଟିବ।” କାରଣ ସଦାପ୍ରଭୁ ଏହା କହି ଅଛନ୍ତି। Viz kapitola |