ଯିଶାଇୟ 22:4 - ଓଡିଆ ବାଇବେଲ4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।” Viz kapitolaପବିତ୍ର ବାଇବଲ4 ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।” Viz kapitola |