ଯିଶାଇୟ 3:14 - ଓଡିଆ ବାଇବେଲ14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;” Viz kapitolaପବିତ୍ର ବାଇବଲ14 ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସେମାନଙ୍କ ବିରୁଦ୍ଧରେ ବିଗ୍ଭର ଦେବେ। ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଯିହୁଦାର ଦ୍ରାକ୍ଷାକ୍ଷେତ୍ରକୁ ଭସ୍ମ କରି ଦେଇଛ। ଦରିଦ୍ରମାନଙ୍କର ଧନକୁ ଲୁଣ୍ଠନ କରିଛ ଏବଂ ସେହି ଧନ ଏବେ ମଧ୍ୟ ତୁମ୍ଭମାନଙ୍କ ଗୃହରେ ଅଛି। Viz kapitola |