ଯିଶାଇୟ 3:15 - ଓଡିଆ ବାଇବେଲ15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Viz kapitolaପବିତ୍ର ବାଇବଲ15 ତୁମ୍ଭେମାନେ କେଉଁ ଅଧିକାରରେ ମୋର ଲୋକମାନଙ୍କୁ ଅତ୍ୟାଗ୍ଭର କଲ? କେଉଁ ଅଧିକାରରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?” ମୋର ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ। Viz kapitola |