ଯିଶାଇୟ 4:4 - ଓଡିଆ ବାଇବେଲ4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧୌତ କରିବେ। ସେ ଯିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦେବେ। ପରମେଶ୍ୱର ତାଙ୍କର ନ୍ୟାୟ ଆତ୍ମାକୁ ପ୍ରୟୋଗ କରିବେ। ଆଉ ମଧ୍ୟ ସେ ତାଙ୍କର ଜ୍ୱଳନ୍ତ ଆତ୍ମାକୁ ବ୍ୟବହାର କରିବେ। Viz kapitola |