ଯିଶାଇୟ 48:17 - ଓଡିଆ ବାଇବେଲ17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। Viz kapitolaପବିତ୍ର ବାଇବଲ17 ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର, ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ। Viz kapitola |