Online Bible

- Reklamy -




ଯିଶାଇୟ 48:20 - ଓଡିଆ ବାଇବେଲ

20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

20 ହେ ମୋର ସନ୍ତାନଗଣ, ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କ‌‌ଲ୍‌‌ଦୀୟମାନଙ୍କ ମଧ୍ୟରୁ ପଳାୟନ କର; ତୁମ୍ଭେମାନେ ଆନନ୍ଦ ଧ୍ୱନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ବିଖ୍ୟାତ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”

Viz kapitola kopírovat




ଯିଶାଇୟ 48:20

Následuj nás:

Reklamy


Reklamy