Online Bible

- Reklamy -




ଯିଶାଇୟ 48:21 - ଓଡିଆ ବାଇବେଲ

21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।

Viz kapitola kopírovat

ପବିତ୍ର ବାଇବଲ

21 ସଦାପ୍ରଭୁ ଯଦିଓ ମରୁଭୂମିରୁ ସେମାନଙ୍କୁ ନେଲେ, ସେମାନେ ତୃଷାର୍ତ୍ତ ହେଲେ ନାହିଁ। ସେ ସେମାନଙ୍କ ପାଇଁ ଶୈଳରୁ ଜଳସ୍ରୋତ ବୁହାଇଲେ; ଆଉ ମଧ୍ୟ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।

Viz kapitola kopírovat




ଯିଶାଇୟ 48:21

Následuj nás:

Reklamy


Reklamy