ଯିଶାଇୟ 48:6 - ଓଡିଆ ବାଇବେଲ6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ। Viz kapitolaପବିତ୍ର ବାଇବଲ6 “ତୁମ୍ଭେମାନେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ! ତୁମ୍ଭେମାନେ କ’ଣ ତାହା ପ୍ରକାଶ କରିବ ନାହିଁ? ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ୱର କିଛି ତୁମ୍ଭକୁ ଦେଖାଇଦେବୁ, ଯାହାକି ତୁମ୍ଭର ଅଜ୍ଞାତ ଅଟେ। Viz kapitola |