ଯିଶାଇୟ 48:7 - ଓଡିଆ ବାଇବେଲ7 ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ। Viz kapitolaପବିତ୍ର ବାଇବଲ7 ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ‘ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥା’ନ୍ତ।’ Viz kapitola |