ଯିଶାଇୟ 49:1 - ଓଡିଆ ବାଇବେଲ1 ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଦ୍ଵୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ଵାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତିନ୍ତ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି; Viz kapitolaପବିତ୍ର ବାଇବଲ1 ହେ ଦ୍ୱୀପ ସମୂହର ଲୋକମାନେ, ମୋ’ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମୋ’ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହେବା ପୂର୍ବରୁ ସଦାପ୍ରଭୁ ତାଙ୍କର ସେବା ପାଇଁ ମୋତେ ଆହ୍ୱାନ କରିଛନ୍ତି। ମୁଁ ମାତୃଗର୍ଭରେ ଥିବା କାଳରୁ ସେ ମୋର ନାମ ଉଲ୍ଲେଖ କରିଛନ୍ତି। Viz kapitola |