ଯିଶାଇୟ 49:26 - ଓଡିଆ ବାଇବେଲ26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।” Viz kapitolaପବିତ୍ର ବାଇବଲ26 “ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା; ସୁମିଷ୍ଟ ଦ୍ରାକ୍ଷାରସରେ ସେମାନେ ମତ୍ତ ହେଲାପରି ସେମାନେ ନିଜ ରକ୍ତରେ ମତ୍ତ ହେବେ, ତାହାହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।” Viz kapitola |