ଯିଶାଇୟ 5:10 - ଓଡିଆ ବାଇବେଲ10 କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଦଶ ମାଣ ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।” Viz kapitolaପବିତ୍ର ବାଇବଲ10 ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।” Viz kapitola |