Online Bible

- Reklamy -




ଯିଶାଇୟ 5:13 - ଓଡିଆ ବାଇବେଲ

13 ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏହି ହେତୁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକାରଣ୍ୟ ତୃଷାରେ ଶୁଷ୍କ ହେଉଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

13 ସଦାପ୍ରଭୁ କୁହନ୍ତି, “ମୋର ଲୋକମାନେ ନିର୍ବାସିତ ହୁଅନ୍ତି। କାରଣ ସେମାନେ ମୋତେ ଜାଣୁ ନାହାନ୍ତି। ଇସ୍ରାଏଲର କେତେକ ବ୍ୟକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତ ବୋଲି ବିବେଚିତ ହୁଅନ୍ତି। ମାତ୍ର, ସେହି ସମ୍ଭ୍ରାନ୍ତ ବ୍ୟକ୍ତିମାନେ ଭୋକିଲା ଥିବେ ଏବଂ ଯେଉଁମାନେ ସାଧାରଣ ଜୀବନରେ ବସବାସ କରନ୍ତି, ଅତ୍ୟନ୍ତ ତୃଷାର୍ତ୍ତ ହେବେ।

Viz kapitola kopírovat




ଯିଶାଇୟ 5:13

Následuj nás:

Reklamy


Reklamy