Online Bible

- Reklamy -




ଯିଶାଇୟ 5:17 - ଓଡିଆ ବାଇବେଲ

17 ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ଵଂସସ୍ଥାନ ଭୋଗ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।

Viz kapitola kopírovat

ପବିତ୍ର ବାଇବଲ

17 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ।

Viz kapitola kopírovat




ଯିଶାଇୟ 5:17

Následuj nás:

Reklamy


Reklamy