Online Bible

- Reklamy -




ଯିଶାଇୟ 5:25 - ଓଡିଆ ବାଇବେଲ

25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ

25 ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ।

Viz kapitola kopírovat




ଯିଶାଇୟ 5:25

Následuj nás:

Reklamy


Reklamy