Online Bible

- Reklamy -




ଯିଶାଇୟ 5:29 - ଓଡିଆ ବାଇବେଲ

29 ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ସେମାନଙ୍କର ଗର୍ଜନ ସିଂହୀର ଗର୍ଜନ ପରି, ସେମାନେ ଯୁବାସିଂହ ପରି ଗର୍ଜନ କରିବେ; ଆହୁରି, ସେମାନେ ଗର୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।

Viz kapitola kopírovat

ପବିତ୍ର ବାଇବଲ

29 ସେହି ଶତ୍ରୁଗଣ ସିଂହପରି ଗର୍ଜନ କରୁଛନ୍ତି। ସେହି ଗର୍ଜନ ଯୁବା ସିଂହର ଗର୍ଜନ ସଦୃଶ। ସେମାନେ ଲୋକମାନଙ୍କ ପଛରେ ଅନୁଧାବନ କରନ୍ତି, ଯେପରି ସେମାନେ ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟ ପଛରେ ଦୌଡ଼ନ୍ତି। ସେମାନେ ଲୁଣ୍ଠିତ ଦ୍ରବ୍ୟ ନେଇଯାଆନ୍ତି ଏବଂ ସେଠାରେ ତାଙ୍କୁ ସାହାଯ୍ୟ କରିବା ପାଇଁ କେହି ନାହାନ୍ତି।

Viz kapitola kopírovat




ଯିଶାଇୟ 5:29

Následuj nás:

Reklamy


Reklamy