ଯିଶାଇୟ 5:5 - ଓଡିଆ ବାଇବେଲ5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ; Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ; Viz kapitolaପବିତ୍ର ବାଇବଲ5 “ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି ତାହା ତୁମ୍ଭମାନଙ୍କୁ କହିବି। ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି ଏବଂ ତାକୁ ପୋଡ଼ି ଦେବି। ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି ଏବଂ ସେଗୁଡ଼ିକୁ ପଦଦଳିତ କରିବି। Viz kapitola |