ଯିଶାଇୟ 50:2 - ଓଡିଆ ବାଇବେଲ2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକି ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ। Viz kapitolaପବିତ୍ର ବାଇବଲ2 ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ। Viz kapitola |