ଯିଶାଇୟ 51:17 - ଓଡିଆ ବାଇବେଲ17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Viz kapitolaପବିତ୍ର ବାଇବଲ17 ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ। Viz kapitola |