ଯିଶାଇୟ 51:18 - ଓଡିଆ ବାଇବେଲ18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ। Viz kapitolaପବିତ୍ର ବାଇବଲ18 ଯିରୁଶାଲମ ଅନେକ ସନ୍ତାନ ଜନ୍ମ ଦେଇଛି, ମାତ୍ର ସେମାନଙ୍କ ମଧ୍ୟରେ ତାକୁ ବାଟ କଢ଼ାଇ ନେବାକୁ କେହି ନାହାନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସେମାନଙ୍କ ମଧ୍ୟରେ କେହି ତାହା ହାତଧରି ନେବା ପାଇଁ ନାହାନ୍ତି। Viz kapitola |