ଯିଶାଇୟ 51:7 - ଓଡିଆ ବାଇବେଲ7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaପବିତ୍ର ବାଇବଲ7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମୋର ଶିକ୍ଷା ହୃଦୟରେ ଧରି ରଖନ୍ତି, ଦୟାକରି ମୋ’ କଥା ଶୁଣ, ତୁମ୍ଭେମାନେ ଦୁଷ୍ଟ ଲୋକଙ୍କ ଅପମାନରେ ଭୟଭୀତ ହୁଅ ନାହିଁ। Viz kapitola |