ଯିଶାଇୟ 52:1 - ଓଡିଆ ବାଇବେଲ1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitolaପବିତ୍ର ବାଇବଲ1 ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ଯିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ। Viz kapitola |