ଯିଶାଇୟ 52:11 - ଓଡିଆ ବାଇବେଲ11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaପବିତ୍ର ବାଇବଲ11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitola |