ଯିଶାଇୟ 52:6 - ଓଡିଆ ବାଇବେଲ6 “ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେଦିନ ଜାଣିବେ; ଦେଖ, ସେ ଆମ୍ଭେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।” Viz kapitolaପବିତ୍ର ବାଇବଲ6 ତେଣୁ ସଦାପ୍ରଭୁ କୁହନ୍ତି, “ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସେହି ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ। ହଁ ଦେଖ, ଆମ୍ଭେ ସେହି।” Viz kapitola |