Online Bible

- Reklamy -




ଯିଶାଇୟ 54:1 - ଓଡିଆ ବାଇବେଲ

1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚ- ସ୍ଵରରେ ଗାନ କରି ଆନନ୍ଦଧ୍ଵନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।

Viz kapitola kopírovat

ପବିତ୍ର ବାଇବଲ

1 “ହେ ବନ୍ଧ୍ୟା, ଅପ୍ରସୂତେ ନାରୀ! ତୁମ୍ଭେ ଗାନ କର। ହେ ଗର୍ଭବେଦନାରହିତ ନାରୀ! ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର। କାରଣ ସଦାପ୍ରଭୁ କୁହନ୍ତି, “ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।”

Viz kapitola kopírovat




ଯିଶାଇୟ 54:1

Následuj nás:

Reklamy


Reklamy