ଯିଶାଇୟ 54:3 - ଓଡିଆ ବାଇବେଲ3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି-ସ୍ଥାନ କରାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ। Viz kapitolaପବିତ୍ର ବାଇବଲ3 କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ। Viz kapitola |