ଯିଶାଇୟ 55:6 - ଓଡିଆ ବାଇବେଲ6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର। Viz kapitolaପବିତ୍ର ବାଇବଲ6 ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କର, ଯେହେତୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳିଅଛି। ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କୁ ପ୍ରାର୍ଥନା କର। Viz kapitola |