Online Bible

- Reklamy -




ଯିଶାଇୟ 56:2 - ଓଡିଆ ବାଇବେଲ

2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ଵନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”

Viz kapitola kopírovat

ପବିତ୍ର ବାଇବଲ

2 ଯେଉଁ ବ୍ୟକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ୍ତ ରଖେ, ସେ ଧନ୍ୟ।”

Viz kapitola kopírovat




ଯିଶାଇୟ 56:2

Následuj nás:

Reklamy


Reklamy